2 ରାଜାବଳୀ 17:25 - ପବିତ୍ର ବାଇବଲ25 ଏହି ଲୋକମାନେ ଶମରିୟାରେ ଯେତେବେଳେ ବାସ କରିବାକୁ ଆରମ୍ଭ କଲେ ସେତେବେଳେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ତେଣୁ ସଦାପ୍ରଭୁ ସେମାନଙ୍କୁ ଆକ୍ରମଣ କରିବାକୁ ସିଂହ ପଠାଇଲେ। ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ; ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ। Viz kapitolaଓଡିଆ ବାଇବେଲ25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ। Viz kapitola |