2 ରାଜାବଳୀ 17:26 - ପବିତ୍ର ବାଇବଲ26 ଏଣୁ କେତେକ ଲୋକ ଅଶୁରର ରାଜାକୁ କହିଲେ, “ଆପଣ ଯେଉଁ ଲୋକମାନଙ୍କୁ ନିର୍ବାସିତ କଲେ ଓ ଶମରିୟାରେ ରଖିଲେ, ସେହି ଦେଶର ଦେବତାମାନଙ୍କର ନିୟମ ଜାଣନ୍ତି ନାହିଁ। ତେଣୁ ସେ ସେମାନଙ୍କୁ ହତ୍ୟା କରିବାକୁ ପଠାଉଛନ୍ତି। କାରଣ ସେହି ଲୋକମାନେ ସେହି ଦେଶର ଦେବତାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ; ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। Viz kapitolaଓଡିଆ ବାଇବେଲ26 ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, “ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। Viz kapitola |