2 ରାଜାବଳୀ 17:27 - ପବିତ୍ର ବାଇବଲ27 ତେଣୁ ଅଶୂର ରାଜା ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ବାଛିଅଛ, ସେମାନଙ୍କ ମଧ୍ୟରୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସ୍ୱଦେଶୀୟ ଦେବତାର ବିଧି ଲୋକମାନଙ୍କୁ ଶିଖାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ; ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ। Viz kapitolaଓଡିଆ ବାଇବେଲ27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।” Viz kapitola |