2 ରାଜାବଳୀ 17:28 - ପବିତ୍ର ବାଇବଲ28 ତେଣୁ ଅଶୂରର ଲୋକମାନେ ଶମରିୟାରୁ ଆଣିଥିବା ଯାଜକମାନଙ୍କ ମଧ୍ୟରୁ ଜଣକୁ ବୈଥେଲ୍କୁ ନେଇଗଲେ। ସେ ଯାଜକ ସଦାପ୍ରଭୁଙ୍କୁ କିପରି ଭୟ କରିବା ଉଚିତ୍, ତାହା ସେମାନଙ୍କୁ ଶିକ୍ଷା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବୈଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା। Viz kapitolaଓଡିଆ ବାଇବେଲ28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା। Viz kapitola |