2 ରାଜାବଳୀ 17:30 - ପବିତ୍ର ବାଇବଲ30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ମିଥ୍ୟା ଦେବତା ତିଆରି କଲେ। ହମାତୀୟ ଲୋକମାନେ ଅଶୀମା ମିଥ୍ୟା ଦେବତା ତିଆରି କଲେ ଓ କୂଥୀୟ ଲୋକମାନେ ମଧ୍ୟ ନେର୍ଗଲ ମିଥ୍ୟା ଦେବତା ମାନ ତିଆରି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ନିର୍ମାଣ କଲେ ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ; Viz kapitolaଓଡିଆ ବାଇବେଲ30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍ ବନୋତ୍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍ ବନୋତ୍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ, Viz kapitola |