2 ରାଜାବଳୀ 17:31 - ପବିତ୍ର ବାଇବଲ31 ଅବ୍ବୀୟ ଲୋକମାନେ ନିଭସ୍ ଓ ତିର୍ତ୍ତକ୍ ମିଥ୍ୟା ଦେବତାମାନଙ୍କୁ ତିଆରି କଲେ ଓ ସମ୍ପର୍କୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ନିଜ ନିଜ ସନ୍ତାନମାନଙ୍କୁ ଦଗ୍ଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ। Viz kapitolaଓଡିଆ ବାଇବେଲ31 ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଓ ଅବ୍ବୀୟ ଲୋକମାନେ ନିଭସ୍ ଓ ତର୍ତ୍ତକ୍ ନିର୍ମାଣ କଲେ, ଓ ସଫର୍ବୀୟ ଲୋକମାନେ ସଫର୍ବୟିମର ଅଦ୍ରମ୍ମେଲକ୍ ଓ ଅନମ୍ମେଲକ୍ ଦେବତାମାନଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ସନ୍ତାନମାନଙ୍କୁ ଅଗ୍ନିରେ ଦଗ୍ଧ କଲେ। Viz kapitola |