2 ରାଜାବଳୀ 17:34 - ପବିତ୍ର ବାଇବଲ34 ସେମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ପୂର୍ବବିଧି ଅନୁସାରେ ଚଳୁଛନ୍ତି। ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି। ଇସ୍ରାଏଲୀୟମାନଙ୍କର ବିଧି ଓ ଆଜ୍ଞା ସେମାନେ ପାଳନ କରୁ ନାହାନ୍ତି। ସଦାପ୍ରଭୁ ଯାକୁବର ସନ୍ତାନଗଣଙ୍କୁ ଇସ୍ରାଏଲ ନାମ ଦେଇଥିଲେ। ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ଆଜ୍ଞା ପାଳନ କରୁ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି। Viz kapitolaଓଡିଆ ବାଇବେଲ34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି। Viz kapitola |