2 ରାଜାବଳୀ 17:36 - ପବିତ୍ର ବାଇବଲ36 ତୁମ୍ଭେମାନେ କେବଳ ସଦାପ୍ରଭୁଙ୍କୁ ନିଶ୍ଚୟ ଭୟ କରିବ, ଯିଏ ମହାପରାକ୍ରମ ଦ୍ୱାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭେମାନେ ନିଶ୍ଚୟ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ; Viz kapitolaଓଡିଆ ବାଇବେଲ36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ। Viz kapitola |