2 ରାଜାବଳୀ 17:38 - ପବିତ୍ର ବାଇବଲ38 ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭେମାନେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦେବତାମାନଙ୍କୁ ତୁମ୍ଭେମାନେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ; କିଅବା ଅନ୍ୟ ଦେବଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ; Viz kapitolaଓଡିଆ ବାଇବେଲ38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ। Viz kapitola |