2 ରାଜାବଳୀ 17:39 - ପବିତ୍ର ବାଇବଲ39 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ କେବଳ ଭୟ ଓ ସମ୍ମାନ କରିବ ଓ ସେ ତୁମ୍ଭମାନଙ୍କୁ ସମସ୍ତ ଶତ୍ରୁଠାରୁ ଉଦ୍ଧାର କରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ। Viz kapitolaଓଡିଆ ବାଇବେଲ39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେମାନେ ଭୟ କରିବ; ଆଉ ସେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।” Viz kapitola |