2 ରାଜାବଳୀ 17:6 - ପବିତ୍ର ବାଇବଲ6 ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଅଶୂରର ରାଜା ଶମରିୟା ଅଧିକାର କଲେ। ସେ ଇସ୍ରାଏଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ଓ ସେମାନଙ୍କୁ ଗୋଶୋନ ନଗରର ହାବୋର ନଦୀର ହଲହରେ ଓ ମାଦୀୟମାନଙ୍କ ନାନା ଦେଶରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା। Viz kapitolaଓଡିଆ ବାଇବେଲ6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା। Viz kapitola |