2 ରାଜାବଳୀ 17:7 - ପବିତ୍ର ବାଇବଲ7 ଏସବୁ ଘଟିବାର କାରଣ ହେଲା ଇସ୍ରାଏଲୀୟମାନେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସେମାନଙ୍କୁ ମିଶରରୁ ଆଣି ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିଥିଲେ, ସେମାନେ ତାଙ୍କୁ ପୂଜା ନ କରି ଅନ୍ୟ ଦେବତାମାନଙ୍କୁ ପୂଜା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ଵର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ Viz kapitolaଓଡିଆ ବାଇବେଲ7 ଏଥିର କାରଣ ଏହି, ଇସ୍ରାଏଲ ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସ୍ରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିର କାରଣ ଏହି, ଇସ୍ରାଏଲ-ସନ୍ତାନଗଣର ଯେଉଁ ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ମିସର ଦେଶରୁ, ଅର୍ଥାତ୍, ମିସରୀୟ ରାଜା ଫାରୋର ହସ୍ତାଧୀନରୁ ବାହାର କରି ଆଣିଥିଲେ, ତାହାଙ୍କ ବିରୁଦ୍ଧରେ ସେମାନେ ପାପ କରି ଅନ୍ୟ ଦେବଗଣକୁ ଭୟ କଲେ, Viz kapitola |