2 ରାଜାବଳୀ 18:10 - ପବିତ୍ର ବାଇବଲ10 ତୃତୀୟ ବର୍ଷ ଶେଷରେ ସେମାନେ ତାକୁ ଅଧିକାର କଲେ। ହିଜକିୟଙ୍କ ରାଜତ୍ୱର ଷଷ୍ଠ ବର୍ଷରେ ଓ ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଏହା ଅଧିକୃତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କର ଅଧିକାରର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା। Viz kapitolaଓଡିଆ ବାଇବେଲ10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ତିନି ବର୍ଷର ଶେଷରେ ସେମାନେ ତାହା ହସ୍ତଗତ କଲେ; ହିଜକୀୟଙ୍କ ରାଜତ୍ଵର ଷଷ୍ଠ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଶମରୀୟା ହସ୍ତଗତ କରାଗଲା। Viz kapitola |