2 ରାଜାବଳୀ 18:11 - ପବିତ୍ର ବାଇବଲ11 ଏହା ପରେ ଅଶୂରର ରାଜା ଇସ୍ରାଏଲୀୟମାନଙ୍କୁ ବନ୍ଦୀ ରୂପେ ଅଶୂରକୁ ନେଇ ହଲହରେ, ହାବୋରରେ, (ଗୋଶନ୍ ନଦୀ କୂଳରେ) ଓ ମାଦୀୟମାନଙ୍କ ବିଭିନ୍ନ ନଗରରେ ସେମାନଙ୍କୁ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା। Viz kapitolaଓଡିଆ ବାଇବେଲ11 ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଅଶୂରର ରାଜା ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ, ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ସେମାନଙ୍କୁ ରଖିଲା। Viz kapitola |