2 ରାଜାବଳୀ 18:12 - ପବିତ୍ର ବାଇବଲ12 ଏସବୁ ଘଟିବାର କାରଣ ହେଲା ସେମାନେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଲେ ନାହିଁ। ପୁଣି ସଦାପ୍ରଭୁଙ୍କର ଚୁକ୍ତିକୁ ସେମାନେ ଭାଙ୍ଗିଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ମାନିଲେ ନାହିଁ। ଆଉ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ। Viz kapitolaଓଡିଆ ବାଇବେଲ12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ। Viz kapitola |