2 ରାଜାବଳୀ 18:13 - ପବିତ୍ର ବାଇବଲ13 ଅନନ୍ତର ହିଜକିୟଙ୍କର ରାଜତ୍ୱର ଚତୁଃର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍ହେରୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ହିଜକୀୟ ରାଜାଙ୍କର ଅଧିକାରର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ୍ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ପ୍ରତିକୂଳରେ ଆସି ତାହାସବୁ ହସ୍ତଗତ କଲା। Viz kapitolaଓଡିଆ ବାଇବେଲ13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚଉଦ ବର୍ଷରେ ଅଶୂରର ରାଜା ସନ୍ହେରୀବ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା। Viz kapitola |