2 ରାଜାବଳୀ 18:14 - ପବିତ୍ର ବାଇବଲ14 ଏହା ପରେ ଯିହୁଦାର ରାଜା ହିଜକିୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇଲେ ଏବଂ କହିଲେ, “ମୁଁ ପାପ କରିଅଛି, ଦୟାକରି ମୋ’ ଦେଶ ଉପରେ ଆକ୍ରମଣ ବନ୍ଦ କର। ଆପଣ ମୋ'ଠାରୁ ଯାହା ଗ୍ଭହିଁବେ ମୁଁ ଦେବାକୁ ପ୍ରସ୍ତୁତ ଅଛି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକିୟଙ୍କ ଉପରେ 300 ତାଳନ୍ତ ରୂପା ଓ 30 ତାଳନ୍ତ ସୁନା ଦେବାକୁ ସ୍ଥିର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି। ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳ; ରୂପା ଓ ତିରିଶ ତାଳ; ସୁନା ନିରୂପଣ କଲା। Viz kapitolaଓଡିଆ ବାଇବେଲ14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋ’ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋ’ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନିଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିରେ ଯିହୁଦାର ରାଜା ହିଜକୀୟ ଲାଖୀଶ୍କୁ ଅଶୂରର ରାଜା ନିକଟକୁ ଲୋକ ପଠାଇ କହିଲେ, “ମୁଁ ଅପରାଧ କଲି; ମୋʼ ନିକଟରୁ ଫେରି ଯାଉନ୍ତୁ; ଆପଣ ମୋʼ ଉପରେ ଯେଉଁ ଭାର ଥୋଇବେ, ତାହା ମୁଁ ବହିବି।” ତହୁଁ ଅଶୂରର ରାଜା ଯିହୁଦାର ରାଜା ହିଜକୀୟଙ୍କ ଉପରେ ତିନି ଶହ ତାଳନ୍ତ ରୂପା ଓ ତିରିଶ ତାଳନ୍ତ ସୁନା ନିରୂପଣ କଲା। Viz kapitola |