2 ରାଜାବଳୀ 18:19 - ପବିତ୍ର ବାଇବଲ19 ସେନାଧ୍ୟକ୍ଷମାନଙ୍କ ମଧ୍ୟରୁ ରବ୍ଶାକି ସେମାନଙ୍କୁ କହିଲା, “ତୁମ୍ଭେମାନେ ହିଜକିୟଙ୍କୁ କୁହ, ମହାରାଜା ଅଶୂରର ରାଜା ଏହି କଥା କୁହନ୍ତି, ‘ତୁମ୍ଭେ ଯେଉଁ ବିଶ୍ୱାସ କରୁଛ, ତାହା କି ପ୍ରକାର ବିଶ୍ୱାସ? Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ଵାସ କରୁଅଛ, ତାହା କିରୂପ ବିଶ୍ଵାସ? Viz kapitolaଓଡିଆ ବାଇବେଲ19 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, “ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ରବ୍ଶାକି ସେମାନଙ୍କୁ କହିଲା, ଏବେ ତୁମ୍ଭେମାନେ “ହିଜକୀୟଙ୍କୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ‘ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ? Viz kapitola |