2 ରାଜାବଳୀ 18:2 - ପବିତ୍ର ବାଇବଲ2 ହିଜକିୟ ପଚିଶ୍ ବର୍ଷ ବୟସ୍କ ଥିଲେ ଯେତେବେଳେ ସେ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଅବୀ ଓ ସେ ଜିଖରିୟଙ୍କର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କର କନ୍ୟା ଥିଲେ। Viz kapitolaଓଡିଆ ବାଇବେଲ2 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ; ଆଉ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ଅବୀ, ସେ ଜିଖରୀୟଙ୍କ କନ୍ୟା ଥିଲେ। Viz kapitola |