Online Bible

- Reklamy -




2 ରାଜାବଳୀ 18:20 - ପବିତ୍ର ବାଇବଲ

20 ତୁମ୍ଭର ଏ କଥା ନିରର୍ଥକ। କାରଣ ତୁମ୍ଭେ କୁହ, “ଯୁଦ୍ଧରେ ଜୟଲାଭ କରିବା ପାଇଁ ମୋର ବହୁତ ମନ୍ତ୍ରଣା ଓ ବଳ ଅଛି।” କିନ୍ତୁ ତୁମ୍ଭେ କାହା ଉପରେ ନିର୍ଭର କର, ଯେହେତୁ ମୋ’ ବିପକ୍ଷରେ ବିଦ୍ରୋହ କରୁଛ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?

Viz kapitola kopírovat

ଓଡିଆ ବାଇବେଲ

20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?

Viz kapitola kopírovat




2 ରାଜାବଳୀ 18:20

Následuj nás:

Reklamy


Reklamy