2 ରାଜାବଳୀ 18:22 - ପବିତ୍ର ବାଇବଲ22 ତୁମ୍ଭେମାନେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ।” କିନ୍ତୁ ମୁଁ ଜାଣେ ହିଜକିୟ ଯେଉଁ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିରେ ଲୋକମାନେ ପୂଜା କରୁଥିଲେ ସେ ସେଗୁଡ଼ିକୁ ଦୂରେଇ ଦେଇଛନ୍ତି ଆଉ ଯିହୁଦାକୁ ଯିରୁଶାଲମକୁ କହିଛନ୍ତି “ତୁମ୍ଭେମାନେ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି? Viz kapitolaଓଡିଆ ବାଇବେଲ22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ‘ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ;’ ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ‘ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହଁନ୍ତି ?’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’ Viz kapitola |