2 ରାଜାବଳୀ 18:23 - ପବିତ୍ର ବାଇବଲ23 ‘ଏବେ ମୁଁ ବିନୟ କରୁଅଛି, ମୋ’ ମହାଶୟ, ଅଶୂରର ରାଜାଙ୍କ ସଙ୍ଗେ ଚୁକ୍ତି କର, ମୁଁ ତୁମ୍ଭଙ୍କୁ 2,000 ଅଶ୍ୱ ଦେବି। ତୁମ୍ଭେ ଯଦି ପାରୁଛ ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ଵ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ। Viz kapitolaଓଡିଆ ବାଇବେଲ23 ଏବେ ମୁଁ ବିନୟ କରୁଅଛି, ମୋ’ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏବେ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯେବେ ତୁମ୍ଭେ ପାର, ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ। Viz kapitola |