2 ରାଜାବଳୀ 18:24 - ପବିତ୍ର ବାଇବଲ24 ତୁମ୍ଭେ ମୋର ମହାଶୟଙ୍କ ଦାସମାନଙ୍କ ମଧ୍ୟରୁ ଏପରିକି ସବୁଠାରୁ ଦୁର୍ବଳ, କ୍ଷୁଦ୍ରତମ ସୈନ୍ୟକୁ ପରାସ୍ତ କରି ପାରିବ ନାହିଁ। ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିଶର ଦେଶ ଉପରେ ନିର୍ଭର କରୁଛ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତେବେ କିରୂପେ ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ? କିରୂପେ ତୁମ୍ଭେ ରଥ ଓ ଅଶ୍ଵାରୋହୀ ନିମନ୍ତେ ମିସର ଉପରେ ବିଶ୍ଵାସ କରୁଅଛ? Viz kapitolaଓଡିଆ ବାଇବେଲ24 ତେବେ କିପରି ତୁମ୍ଭେ ମୋ’ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇପାରିବ ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ଫେରାଇ ଦେଇ ପାରିବ? କିପରି ତୁମ୍ଭେ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରୁଅଛ? Viz kapitola |