Online Bible

- Reklamy -




2 ରାଜାବଳୀ 18:25 - ପବିତ୍ର ବାଇବଲ

25 ‘ସଦାପ୍ରଭୁଙ୍କ ବିନା ମୁଁ ଏ ଦେଶ ଧଂସ କରିବାକୁ ଆସି ନାହିଁ। ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଅ ଓ ତାକୁ ଧ୍ୱଂସ କର!”’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର।

Viz kapitola kopírovat

ଓଡିଆ ବାଇବେଲ

25 ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ‘ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”

Viz kapitola kopírovat




2 ରାଜାବଳୀ 18:25

Následuj nás:

Reklamy


Reklamy