2 ରାଜାବଳୀ 18:26 - ପବିତ୍ର ବାଇବଲ26 ତା'ପରେ ହିଲ୍କିୟର ପୁତ୍ର ଇଲିୟାକୀମ୍, ଶିବନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭେମାନେ ତାହା ବୁଝୁଅଛୁ। କିନ୍ତୁ ଆପଣ ଯିହୁଦୀୟ ଭାଷାରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଥିରେ ହିଲ୍କୀୟର ପୁତ୍ର ଇଲୀୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ। Viz kapitolaଓଡିଆ ବାଇବେଲ26 ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିରେ ହିଲ୍କୀୟର ପୁତ୍ର ଇଲିୟାକୀମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।” Viz kapitola |