Online Bible

- Reklamy -




2 ରାଜାବଳୀ 18:29 - ପବିତ୍ର ବାଇବଲ

29 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଧକା ଦେବାକୁ ହିଜକିୟକୁ ପ୍ରଶ୍ରୟ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ରାଜା ଏହି କଥା କହନ୍ତି, ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

29 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ନ ଦିଅ; କାରଣ ସେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରି ପାରିବ ନାହିଁ।

Viz kapitola kopírovat




2 ରାଜାବଳୀ 18:29

Následuj nás:

Reklamy


Reklamy