Online Bible

- Reklamy -




2 ରାଜାବଳୀ 18:31 - ପବିତ୍ର ବାଇବଲ

31 ହିଜକିୟଙ୍କ କଥା ଶୁଣ ନାହିଁ। ଅଶୂରର ରାଜା ଏହିକଥା କହନ୍ତି, ତୁମ୍ଭେମାନେ ମୋ’ ସହିତ ଶାନ୍ତି କର ଓ ମୋ’ ନିକଟକୁ ଆସ। ତାହାହେଲେ କେବଳ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ତା'ର ଦ୍ରାକ୍ଷାଲତାରୁ ଓ ଡିମ୍ବିରି ବୃକ୍ଷରୁ ଫଳ ଭୋଜନ କରି ପାରିବ ଓ ତା'ର ନିଜ କୂଅରୁ ଜଳପାନ କରି ପାରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ହିଜକୀୟର କଥା ଶୁଣ ନାହିଁ କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମିରିଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;

Viz kapitola kopírovat

ଓଡିଆ ବାଇବେଲ

31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ‘ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।

Viz kapitola kopírovat




2 ରାଜାବଳୀ 18:31

Následuj nás:

Reklamy


Reklamy