2 ରାଜାବଳୀ 18:32 - ପବିତ୍ର ବାଇବଲ32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ ନେଇଯିବି ଯେଉଁଠାରେ ଶସ୍ୟ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜୀତତୈଳ ଓ ମଧୂ ବିପୁଳ ପରିମାଣରେ ଅଛି, ସେଠାରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିୟଙ୍କ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ଵଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୋଟୀ ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ। Viz kapitolaଓଡିଆ ବାଇବେଲ32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ। Viz kapitola |