2 ରାଜାବଳୀ 18:36 - ପବିତ୍ର ବାଇବଲ36 ମାତ୍ର ଲୋକମାନେ ନୀରବ ରହିଲେ। ସେମାନେ ପଦେ ହେଲେ ରବ୍ଶାକିକୁ ଉତ୍ତର କଲେ ନାହିଁ, କାରଣ ହିଜକିୟ ସେମାନଙ୍କୁ ଆଦେଶ କରିଥିଲେ, “କୌଣସି କଥା ତାଙ୍କୁ କହିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା। Viz kapitolaଓଡିଆ ବାଇବେଲ36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ଗୋଟିଏ କଥା ଉତ୍ତର କଲେ ନାହିଁ। କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାଙ୍କର ଆଜ୍ଞା ଥିଲା। Viz kapitola |