2 ରାଜାବଳୀ 18:5 - ପବିତ୍ର ବାଇବଲ5 ହିଜକିୟ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ଦୃଢ଼ ବିଶ୍ୱାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୂର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିୟଙ୍କ ପରି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ। Viz kapitolaଓଡିଆ ବାଇବେଲ5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ, ତାଙ୍କର ପରବର୍ତ୍ତୀ ଯିହୁଦାର ସମସ୍ତ ରାଜାଙ୍କ ମଧ୍ୟରେ କେହି ତାଙ୍କ ପରି ନ ଥିଲେ, କିଅବା ତାଙ୍କର ପୂର୍ବବର୍ତ୍ତୀମାନଙ୍କ ମଧ୍ୟରେ କେହି ନ ଥିଲେ। Viz kapitola |