Online Bible

- Reklamy -

2 ରାଜାବଳୀ 18:6 - ପବିତ୍ର ବାଇବଲ

6 ସେ ସଦାପ୍ରଭୁଙ୍କର ଅତ୍ୟନ୍ତ ବିଶ୍ୱସ୍ତ ଥିଲେ। ସେ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହୋଇ ନ ଥିଲେ। ଆଉ ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସେ ସମସ୍ତ ଆଜ୍ଞା ସେ ପାଳନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।

Viz kapitola kopírovat

2 ରାଜାବଳୀ 18:6

Následuj nás:

Reklamy

Reklamy