2 ରାଜାବଳୀ 18:7 - ପବିତ୍ର ବାଇବଲ7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ, ସେ ଯେକୌଣସି କାର୍ଯ୍ୟ କଲେ ସବୁରେ କୃତକାର୍ଯ୍ୟ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ; ଆଉ ସେ ଅଶୂର-ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitolaଓଡିଆ ବାଇବେଲ7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ। Viz kapitola |