2 ରାଜାବଳୀ 18:9 - ପବିତ୍ର ବାଇବଲ9 ଅନନ୍ତର ଯିହୁଦାର ରାଜା ହିଜକିୟଙ୍କର ରାଜତ୍ୱର ଚତୁର୍ଥ ବର୍ଷରେ ଓ ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ୱର ସପ୍ତମ ବର୍ଷରେ ଅଶୂରର ରାଜା ସଲ୍ମନେଷର ଶମରିୟା ବିରୁଦ୍ଧରେ ଯୁଦ୍ଧ କରିବାକୁ ଯାଇ ତାଙ୍କୁ ଅବରୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ହିଜକୀୟ ରାଜାଙ୍କ ଅଧିକାରର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କର ଅଧିକାରର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର୍ ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା। Viz kapitolaଓଡିଆ ବାଇବେଲ9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ଅର୍ଥାତ୍, ଇସ୍ରାଏଲର ରାଜା ଏଲାଙ୍କର ପୁତ୍ର ହୋଶେୟଙ୍କ ରାଜତ୍ଵର ସପ୍ତମ ବର୍ଷରେ ଅଶୂରର ରାଜା ଶଲ୍ମନେଷର ଶମରୀୟା ପ୍ରତିକୂଳରେ ଆସି ତାହା ଅବରୋଧ କଲା। Viz kapitola |