Online Bible

- Reklamy -




2 ରାଜାବଳୀ 19:16 - ପବିତ୍ର ବାଇବଲ

16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ, ହେ ସଦାପ୍ରଭୁ ଆପଣାର ଚକ୍ଷୁ ଫିଟାଅ ଓ ଦେଖ; ଜୀବନ୍ତ ପରମେଶ୍ୱରଙ୍କୁ ଅପମାନ କରିବା ପାଇଁ ସ‌ନ୍‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ଵଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ୍ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।

Viz kapitola kopírovat

ଓଡିଆ ବାଇବେଲ

16 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।

Viz kapitola kopírovat




2 ରାଜାବଳୀ 19:16

Následuj nás:

Reklamy


Reklamy