2 ରାଜାବଳୀ 19:18 - ପବିତ୍ର ବାଇବଲ18 ଅଶୂରର ରାଜାମାନେ ସେମାନଙ୍କ ଜାତିର ଦେବତାଗୁଡ଼ିକୁ ଅଗ୍ନିରେ ଦଗ୍ଧିଭୂତ କଲେ। ଅବଶ୍ୟ ସେମାନେ ପ୍ରକୃତ ଦେବତାଗଣ ନ ଥିଲେ। ମନୁଷ୍ୟକୃତ କାଷ୍ଠ ଓ ପ୍ରସ୍ତରର ପ୍ରତିମା ମାତ୍ର, ତେଣୁ ସେହି ରାଜାମାନେ ସେଗୁଡ଼ିକୁ ବିନାଶ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ। Viz kapitolaଓଡିଆ ବାଇବେଲ18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତରମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ। Viz kapitola |