Online Bible

- Reklamy -




2 ରାଜାବଳୀ 19:20 - ପବିତ୍ର ବାଇବଲ

20 ଏହା ପରେ ଆମୋସର ପୁତ୍ର ଯିଶାଇୟ ହିଜକିୟଙ୍କ ନିକଟକୁ କହି ପଠାଇଲେ। “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସ‌ନ୍‌ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ୍ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।

Viz kapitola kopírovat

ଓଡିଆ ବାଇବେଲ

20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।’”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।

Viz kapitola kopírovat




2 ରାଜାବଳୀ 19:20

Následuj nás:

Reklamy


Reklamy