2 ରାଜାବଳୀ 19:21 - ପବିତ୍ର ବାଇବଲ21 “ଏହା ହେଉଛି ସନ୍ହେରୀବ୍ ବିଷୟରେ ସଦାପ୍ରଭୁଙ୍କ ବାର୍ତ୍ତା: ‘ସିୟୋନର ଅନୁଢ଼ା କନ୍ୟା ତୁମ୍ଭକୁ ତାଚ୍ଛଲ୍ୟ କରେ। ସେ ତୁମ୍ଭକୁ ପରିହାସ କରିଅଛି। ଯିରୁଶାଲମର କନ୍ୟା ତୁମ୍ଭ ଆଡ଼େ ତୁମ୍ଭକୁ ମୁଣ୍ତ ହଲାଇ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ତ ହଲାଇଅଛି। Viz kapitolaଓଡିଆ ବାଇବେଲ21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି। Viz kapitola |