Online Bible

- Reklamy -




2 ରାଜାବଳୀ 19:23 - ପବିତ୍ର ବାଇବଲ

23 ପୁଣି ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ଧି‌କ୍‌କାର କରିଅଛ। ତୁମ୍ଭେ କହିଲ, “ମୁଁ ମୋର ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଆସିଲି। ମୁଁ ଲିବାନୋ‌ନ୍‌ର ଅଭ୍ୟନ୍ତରକୁ ଆସିଅଛି। ମୁଁ ତାହାର ଉଚ୍ଚ ଏର‌‌‌ସବୃକ୍ଷ ଓ ତାହାର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇଲି। ପୁଣି ମୁଁ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ଲିବାନୋ‌ନ୍‌ର ଉର୍ଦ୍ଧକୁ ଗଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ଵାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ଵକୁ, ଲିବାନୋନ୍ର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା।

Viz kapitola kopírovat

ଓଡିଆ ବାଇବେଲ

23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, “ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଉର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ର ରୂପ ଅରଣ୍ୟରେ ପ୍ରବେଶ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।

Viz kapitola kopírovat




2 ରାଜାବଳୀ 19:23

Následuj nás:

Reklamy


Reklamy