2 ରାଜାବଳୀ 19:25 - ପବିତ୍ର ବାଇବଲ25 ତୁମ୍ଭେ କ’ଣ ଏହା ଶୁଣି ନାହଁ, ପରମେଶ୍ୱର କ’ଣ କହିଲେ? ଯେ କିପରି ଆମ୍ଭେ ପୁରାତନ କାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବ କାଳରୁ ଏହା ସ୍ଥିର କରିଅଛୁ। ଆମ୍ଭେ ପ୍ରାଚୀର ବେଷ୍ଟିତ ନଗରମାନ ଧ୍ୱଂସ କରି ସେ ସବୁକୁ ଢିପ କରିବା। ଆମ୍ଭେ ଏହା ଘଟିବା ପାଇଁ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ, ଏହା କʼଣ ତୁମ୍ଭେ ଶୁଣି ନାହଁ? ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି ସେସବୁକୁ ଢିପି କରିବ, ଏହା ଏବେ ଆମ୍ଭେ ସଫଳ କରିଅଛୁ। Viz kapitolaଓଡିଆ ବାଇବେଲ25 ଏହା କ’ଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ। Viz kapitola |