2 ରାଜାବଳୀ 19:26 - ପବିତ୍ର ବାଇବଲ26 ଏଣୁ ସେ ନଗର ଗୁଡ଼ିକର ବାସିନ୍ଦାମାନେ ଅଳ୍ପ ଶକ୍ତି ସମ୍ପନ୍ନ ହେଲେ। ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ। ସେମାନେ କ୍ଷେତର ଶାକ ଓ ନବୀନ ତୃଣ ପରି, ଗୃହଛାତ ଉପରିସ୍ଥ ଘାସ ଏହା ବଢ଼ିବା ପୂର୍ବରୁ ଶୁଷ୍କ ହେଉଛି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଉଦ୍ବିଗ୍ନ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ-ଉପରିସ୍ଥ ଘାସ ଓ ଅପକ୍ଵ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ। Viz kapitolaଓଡିଆ ବାଇବେଲ26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ-ଶସ୍ୟ ତୁଲ୍ୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ। Viz kapitola |