Online Bible

- Reklamy -




2 ରାଜାବଳୀ 19:27 - ପବିତ୍ର ବାଇବଲ

27 ମାତ୍ର କେତେବେଳେ ତୁମ୍ଭର ବସିବାର, ବାହାରକୁ ଯିବାର ଭିତରକୁ ଆସିବାର ଓ ମୋ’ ସହିତ ତୁମ୍ଭ ଧୈର୍ଯ୍ୟଚ୍ୟୁତ ହେବାର ଆମ୍ଭେ ଜାଣୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ମାତ୍ର ତୁମ୍ଭର ବସିବାର ଓ ବାହାରକୁ ଯିବାର ଓ ଭିତରକୁ ଆସିବାର ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ଆମ୍ଭେ ଜାଣୁ।

Viz kapitola kopírovat

ଓଡିଆ ବାଇବେଲ

27 ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।

Viz kapitola kopírovat




2 ରାଜାବଳୀ 19:27

Následuj nás:

Reklamy


Reklamy