Online Bible

- Reklamy -




2 ରାଜାବଳୀ 19:31 - ପବିତ୍ର ବାଇବଲ

31 ଅଳ୍ପ କେତେକ ମୃତ୍ୟୁରୁ ରକ୍ଷା ପାଇଥିବା ଅବଶିଷ୍ଟ ଲୋକମାନେ ସିୟୋନ ପର୍ବତଠାରୁ ଓ ଯିରୁଶାଲମରୁ ବାହାରକୁ ଯିବେ। ଏହି ଘଟଣା ସଦାପ୍ରଭୁଙ୍କର ମନଭାବରୁ ସୃଷ୍ଟି କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ; ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।

Viz kapitola kopírovat

ଓଡିଆ ବାଇବେଲ

31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।

Viz kapitola kopírovat




2 ରାଜାବଳୀ 19:31

Následuj nás:

Reklamy


Reklamy