2 ରାଜାବଳୀ 19:32 - ପବିତ୍ର ବାଇବଲ32 “ତେଣୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କୁହନ୍ତି। ‘ସେ ଏହି ନଗରକୁ ଆସିବ ନାହିଁ ନଗରରେ ତୀର ନିକ୍ଷେପ କରିବ ନାହିଁ। ସେ ଏହି ନଗର ବିରୁଦ୍ଧରେ ଢାଲ ଧରି ଆସିବ ନାହିଁ। ସେ ଏହି ନଗରକୁ ଆକ୍ରମଣ କରିବାକୁ ଗଡ଼ାଣିଆ ମଞ୍ଚ ନିର୍ମାଣ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହେତୁ ସଦାପ୍ରଭୁ; ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି, ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ, କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ। Viz kapitolaଓଡିଆ ବାଇବେଲ32 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: “ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ। Viz kapitola |