2 ରାଜାବଳୀ 19:35 - ପବିତ୍ର ବାଇବଲ35 ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ଅଶୂରୀୟମାନଙ୍କର ଛାଉଣିରେ 185,000 ଲୋକ ସଂହାର କଲେ। ଅବଶିଷ୍ଟ ସୈନ୍ୟମାନେ ପ୍ରଭାତରେ ମୃତ ଶରୀର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଅନନ୍ତର ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି। Viz kapitola |