Online Bible

- Reklamy -




2 ରାଜାବଳୀ 19:37 - ପବିତ୍ର ବାଇବଲ

37 ଏକଦା ସ‌ନ୍‌ହେରୀବ୍ ଆପଣା ନିଷ୍ରୋକ ନାମକ ଦେବତାକୁ ମନ୍ଦିରରେ ପୂଜା କରିବା ବେଳେ ତା'ର ପୁତ୍ର ଅଦ୍ରମ୍ମେଲକ ଓ ଶରେ‌ତ୍‌ସର ତାହାକୁ ‌‌ଖ‌ଡ଼୍‌ଗରେ ବଧ କଲେ। ତା'ପରେ ସେମାନେ ଅରାରଟ ଦେଶକୁ ପଳାୟନ କଲେ। ଆଉ ତା'ର ପୁତ୍ର ଏସରହଦ୍ଦୋନ ତାହାର ପଦରେ ରାଜା ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର୍ ତାହାକୁ ଖଡ଼୍‍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।

Viz kapitola kopírovat

ଓଡିଆ ବାଇବେଲ

37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍‍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।

Viz kapitola kopírovat




2 ରାଜାବଳୀ 19:37

Následuj nás:

Reklamy


Reklamy