2 ରାଜାବଳୀ 19:7 - ପବିତ୍ର ବାଇବଲ7 ଦେଖ, ମୁଁ ତାଙ୍କ ମଧ୍ୟରେ ଏକ ଆତ୍ମା ଦେବି ଓ ସେ ଏକ ଜନରବ ଶୁଣିବ ଏବଂ ତା'ର ଦେଶକୁ ଫେରିଯିବ, ଆଉ ମୁଁ ତାକୁ ତା'ର ନିଜ ଦେଶରେ ଖଡ଼୍ଗ ଦ୍ୱାରା ବଧ କରିବି।’” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ; ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ଼୍ଗ ଦ୍ଵାରା ତାହାକୁ ନିପାତ କରିବା। Viz kapitolaଓଡିଆ ବାଇବେଲ7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’” Viz kapitola |