2 ରାଜାବଳୀ 2:12 - ପବିତ୍ର ବାଇବଲ12 ଇଲୀଶାୟ ତାହା ଦେଖି ଉଚ୍ଚ ସ୍ୱରରେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ତା'ପରେ ଇଲୀଶାୟ ଏଲିୟଙ୍କୁ ଆଉ ଦେଖି ପାରିଲେ ନାହିଁ। ଏଣୁ ସେ ଦୁଃଖର ପ୍ରତୀକ ସ୍ୱରୂପ ନିଜର ବସ୍ତ୍ରକୁ ଚିରି ଦୁଇଖଣ୍ତ କରିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ଵରରେ କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣଣ! ଏଉତ୍ତାରେ ସେ ତାଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ତ କରି ଚିରିଲେ। Viz kapitolaଓଡିଆ ବାଇବେଲ12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚୈଃସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ। Viz kapitola |