Online Bible

- Reklamy -




2 ରାଜାବଳୀ 2:15 - ପବିତ୍ର ବାଇବଲ

15 ଯେତେବେଳେ ଯିରୀହୋ ନିବାସୀ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ୟରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, “ଏଲିୟଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣର ଯେଉଁ ପୁତ୍ରମାନେ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତହୁଁ ସେମାନେ ତାଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।

Viz kapitola kopírovat




2 ରାଜାବଳୀ 2:15

Následuj nás:

Reklamy


Reklamy