2 ରାଜାବଳୀ 2:17 - ପବିତ୍ର ବାଇବଲ17 ତା'ପରେ ସେ ବିହ୍ୱଳ ହେବା ପର୍ଯ୍ୟନ୍ତ ତାଙ୍କୁ ସେମାନେ ପ୍ରବର୍ତ୍ତାନ୍ତେ, ସେ କହିଲେ, “ଭଲ କଥା, ଏଲିୟଙ୍କୁ ଖୋଜିବାକୁ ଲୋକ ପଠାଅ।” ସେମାନେ ଦଳେ ଭବିଷ୍ୟଦ୍ବକ୍ତାମାନେ ପଗ୍ଭଶ୍ ଜଣ ଲୋକଙ୍କୁ ପଠାଇଲେ। ସେମାନେ ତିନି ଦିନ ଖୋଜିଲେ, ମାତ୍ର ଏଲିୟଙ୍କୁ ପାଇଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତଥାପି ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, ପଠାଅ। ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ। Viz kapitolaଓଡିଆ ବାଇବେଲ17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ। Viz kapitola |