2 ରାଜାବଳୀ 2:21 - ପବିତ୍ର ବାଇବଲ21 ତତ୍ପରେ ଇଲୀଶାୟ ଜଳ ନିର୍ଝରର ଉତ୍ପତ୍ତି ସ୍ଥଳକୁ ଯାଇ ଲବଣକୁ ଜଳରେ ପକାଇଲେ ଓ କହିଲେ, “ସଦାପ୍ରଭୁ ଏହି କଥା କୁହନ୍ତି, ‘ମୁଁ ଏହି ଜଳକୁ ଶୁଦ୍ଧ କଲି। ଏଣିକି ଆଉ ତାହା ମୃତ୍ୟୁର କାରଣ ହେବ ନାହିଁ କିଅବା ଜମିରେ ଅଙ୍ଗୁର ବଢ଼ାଇବାରେ ବାଧକ ହେବ ନାହିଁ।’” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଥିରେ ସେ ଜଳନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁଜନକ ଅବା ଫଳନାଶକ ଆଉ ହେବ ନାହିଁ। Viz kapitolaଓଡିଆ ବାଇବେଲ21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।” Viz kapitola |